ଏକକାଳୀନ ଧରାପଡ଼ିଲା ୨୬ଟି ନାଗ ସାପ, ୩ଗିରଫ
ବାଲେଶ୍ୱରରୁ ଏକକାଳୀନ ଧରାପଡ଼ିଲା ୨୬ଟି ନାଗ ସାପ । ବାଲେଶ୍ୱର ବାଲିଆପାଳ ପଞ୍ଚୁପଳିରେ ବନ ବିଭାଗ ଓ ସ୍ନେକ ହେଲ୍ପ ଲାଇନର ମିଳିତ ଉଦ୍ୟମରେ ଚଢ଼ାଉ କରଯାଇ୨୬ଟି ନାଗ ସାପ ଉଦ୍ଧାର କରାଯାଇଛି। ଏହି ମାମଲାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ନାଗ ସାପଙ୍କଠାରୁ ବିଷ ବାହାର କରାଯାଇ…