Browsing Tag

+3 admission date changed

ବଦଳିଲା +୩ ନାମଲେଖା ପ୍ରକ୍ରିୟାର, ୧୩ରୁ ରିପୋର୍ଟିଂ କରିବେ ଛାତ୍ରଛାତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ବିଭିନ୍ନ ସରକାରୀ ଓ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜରେ ଯୁକ୍ତ ୩ରେ ନାମ ଲେଖା ଆବେଦନ ପାଇଁ ଶନିବାର ରାତି ୧୧ଟା ୪୫ ଶେଷ ସମୟ ରହିଛି । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ୧୦୨୨ ଡିଗ୍ରୀ କଲେଜ ପାଇଁ ଶୁକ୍ରବାର ସନ୍ଧ୍ୟା ସୁନ୍ଧା ୨ ଲକ୍ଷ ୪୫ ହଜାର ୯୬୮…