Browsing Tag

3 dead

ବରଯାତ୍ରୀ ଗାଡି ଦୁର୍ଘଟଣା ଘଟି ୩ ମୃତ, ୧୪ ଆହତ

ବରଯାତ୍ରୀ ଗାଡି ଦୁର୍ଘଟଣା ଘଟି ୩ ମୃତ। ସୁନ୍ଦରଗଡ଼ ଲାଠିକଟା ଥାନା ଅନ୍ତର୍ଗତ ଆମଝରଣ ନିକଟରେ ବରଯାତ୍ରୀଙ୍କୁ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟି ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଦୁର୍ଘଟଣାରେ ୧୪ ବରଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ରାଉରକେଲା ସ୍ଥିତ ସରକାରୀ ଡାକ୍ତରଖାନାରେ…

ନିର୍ମାଣାଧୀନ ଷ୍ଟାଡିୟମ୍‌ର ଛାତ ଭୁୁଶୁଡ଼ି ୩ ମୃତ, ୧୦ ଆହତ

ତେଲେଙ୍ଗାନାରେ ଏକ ନିର୍ମାଣାଧୀନ ଷ୍ଟାଡିୟମ୍‌ର ଛାତ ଭୁୁଶୁଡ଼ି ପଡ଼ିଛି। ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଲୋକ ଆହତ ହୋଇଛନ୍ତି। ରଙ୍ଗାରେଡ୍ଡୀ ଜିଲ୍ଲାର ମୋଇନାବାଦ ଗାଁରେ ଏକ ଇନ୍‌ଡୋର ଷ୍ଟାଡିୟମ୍‌ର ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଏହାର ଛାତଟି ହଠାତ୍‌ ଭୁଶୁଡ଼ି…

ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ ମୃତ

ଚଣ୍ଡିଖୋଲ-ପାରାଦୀପ ୫୩ ନଂ ଜାତୀୟ ରାଜପଥରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୩ରେ ପହଞ୍ଚଛି। ମୃତକଙ୍କ ମଧ୍ୟରୁ ଜଣେ ଘଟଣାସ୍ଥଳରେ ପ୍ରାଣ ହରାଇଥିବା ବେଳେ ଅନ୍ୟ ଦୁଇଜଣଙ୍କର କଟକରେ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ମୃତକମାନଙ୍କର ପରିଚୟ ମିଳିଛି। ସେମାନେ ହେଲେ ମାନସ…

ଗଛରେ ପିଟିହେଲା ବାଇକ୍, ୩ ମୃତ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଘନସରା ରବଗାଁ ରାସ୍ତାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଯେଉଁଥିରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଏକ ଆପାଚି ବାଇକରେ ଏମାନେ ଯାଉଥିଲେ। ମୃତକମାନେ ସାଙ୍କବାହାଲର ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସେମାନେ…

ଡିଭାଇଡରରେ ପିଟିହେଲା ବାଇକ୍‌; ୩ମୃତ

ବାଲେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭୀମପୁରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବକଙ୍କ ଡାକ୍ତରଖାନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଗୋଟିଏ ବାଇକରେ ୩ଜଣ ଯୁବକ ବାଲେଶ୍ୱରର…

ପଶ୍ଚିମ ଓଡ଼ିଶାର ୯ଟି ଜିଲ୍ଲାରେ କାଳବୈଶାଖୀ: ୩ ମୃତ, ୨ଜଣ ଗୁରୁତର

ଭୁବନେଶ୍ବର : କାଳବୈଶାଖୀ ତାଣ୍ଡବ । ପଶ୍ଚିମ ଓଡ଼ିଶାର ୬ଟି ଜିଲ୍ଲାରେ ଅସହ୍ୟ ତାତି ହେଉଥିବା ବେଳେ ୯ଟି ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ । ଚଳିତ ବର୍ଷର ପ୍ରଥମ କାଳବୈଶାଖୀ ଓ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ୨ଜଣ ଗୁରୁତର ହୋଇଛନ୍ତି । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା,…

ଦୁର୍ଘଟଣାରେ ଆଗ ମାଆ ଓ ଏବେ ପୁଅର ଜୀବନ ଗଲା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି କଟକ ତେଲେଙ୍ଗାପେଣ୍ଠ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟ ହୋଇଛି। ମୃତକଙ୍କ ମଧ୍ୟରେ ରହିଛନ୍ତି ପୂର୍ବତନ ସାଂସଦ ଅମର ପ୍ରଧାନଙ୍କ ପୁଅ ଅଙ୍କୁର ପ୍ରଧାନ । ସମ୍ବଲପୁରର ପୂର୍ବତନ ସାଂସଦ ଅମର ପ୍ରାଧନଙ୍କ ପୁଅ ଅଙ୍କୁର ପ୍ରଧାନଙ୍କ ମୃତ୍ୟୁ ହୋଇଥିବା ପୁଲିସ୍‌ ସ୍ପଷ୍ଟ…