Browsing Tag

3 person dead and 2 are in serious condition due to poisonous wine

ବିଷାକ୍ତ ମଦ ପିଇ ୩ ମୃତ, ୨ ଅସୁସ୍ଥ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭଦ୍ରକ ଜିଲା ତିହିଡି ବ୍ଲକ ଦଉଲତପୁର ଗାଁ ରେ ମଦ ମୃତ୍ୟୁ ଅଭିଯୋଗ ହୋଇଛି । ଭୋର ସକାଳୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଘଟିଥିବା ବେଳେ ୨ ଜଣ ଅସୁସ୍ଥ ହୋଇଥିବା ଜଣାପଡିଛି । ମୃତ ବ୍ୟକ୍ତିମାନେ ହେଲେ ସାଧୁଚରଣ ନାୟକ, ଶଙ୍କର୍ଷଣ ଦାସ ଓ ରାମଚନ୍ଦ୍ର ପଢ଼ିଆରୀ ବୋଲି…