ରାଜ୍ୟରେ ଚିହ୍ନଟ ହେଲେ ୩୫୪୩ କରୋନା ସଂକ୍ରମିତ ଚିହ୍ନଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଜି ୩୫୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୨୦୨୨୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ…