Browsing Tag

368 Hindi and 208 Sanskrit teachers were appointed in the state

ରାଜ୍ୟରେ ୩୬୮ ହିନ୍ଦୀ, ୨୦୮ ସଂସ୍କୃତ ଶିକ୍ଷକ ହେଲେ ନିଯୁକ୍ତ

ଆଜି ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନ ସ୍ଥିତ କନ୍‌ଭୋନସନ…