Browsing Tag

3more-corona-positive-cases-identified-in-state

ଭଦ୍ରକରେ ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୩ କରୋନା ପଜିଟିଭ୍ ଭଦ୍ରକ ଜିଲ୍ଲାର ବୋଲି ଜଣାପଡ଼ିଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ଏହା ସହିତ ଏବେ ଭଦ୍ରକରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୧୧କୁ ବୃଦ୍ଧି…