ଥରିଲା ଆଣ୍ଡାମାନ ନିକୋବର
ନିକୋବର ଦ୍ୱୀପରେ ରବିବାର ଦିନ ପ୍ରାୟ ୨ଟା ୫୯ରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର କହିଛି ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୧। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ନାହିଁ।
ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜିର ସୂଚନା ଅନୁଯାୟୀ, ଭୂକମ୍ପ…