ରଦ୍ଦ ହୋଇଛି ୩୧ ସାଂସଦଙ୍କ ସଭ୍ୟପଦ, ଓଡ଼ିଶାରୁ ୪
ଅଦାଲତରେ ଦୋଷୀ ସାବ୍ୟସ୍ତ ହେଲା ପରେ ଅଦ୍ୟାବଧି ରାହୁଲ ଗାନ୍ଧିଙ୍କ ସମେତ ଦେଶର ୫ ଜଣ ସାଂସଦଙ୍କୁ ସମ୍ବିଧାନର ୧୦୨ (୧) (ଇ) ଅନୁଚ୍ଛେଦ ଓ ଲୋକ ପ୍ରତିନିଧି ଆଇନ-୧୯୫୧ର ଧାରା ୮ ଦ୍ବାରା ଅଯୋଗ୍ୟ ଘୋଷଣା କରାଯାଇଛି। ଲୋକସଭା ସଚିବାଳୟ ପକ୍ଷରୁ ବଲାଙ୍ଗୀରର ବିଶିଷ୍ଟ ସୂଚନା ଅଧିକାର କର୍ମୀ…