ଝାନସୀରେ ବଡ଼ ଧରଣର ଅଗ୍ନିକାଣ୍ଡ, ଜଳିଗଲେ ୪ ଜଣ
ଉତ୍ତରପ୍ରଦେଶ ଝାନସୀରେ ବଡ଼ ଧରଣର ଅଗ୍ନିକାଣ୍ଡ । ଝାନସୀରେ ଥିବା ଏକ ମାର୍କେଟ୍ ଅଗ୍ନିକାଣ୍ଡ ହୋଇଛି । ଘଟଣାରେ ୩ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ଜୀବନ ଯାଇଛି । ନିଆଁ ଲିଭାଇବା ପାଇଁ ୮୦ଟି ଦମକଳ ଗାଡି ନିୟୋଜିତ ହୋଇଥିଲା । ନିଆଁ ଏତେ ଭୟଙ୍କର ଥିଲା…