୪୫ ଜଣଙ୍କୁ ସଚିବ, ୪୧ ଜଣକୁ ଯୁଗ୍ମ ସଚିବ ଦାୟିତ୍ୱ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜୁ ଜନତା ଦଳ ପକ୍ଷରୁ ଆଜି ବିଭିନ୍ନ କ୍ଷେତ୍ର ପାଇଁ ୪୫ ଜଣ ସଚିବ ଓ ୪୧ ଜଣଙ୍କୁ ଯୁଗ୍ମ ସଚିବ ଦାୟିତ୍ୱ ପ୍ରଦାନ କରାଯାଇଛି । ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସବୁ ନୂଆ ଦଳୀୟ କର୍ମକର୍ତ୍ତାମାନଙ୍କୁ ନିଯୁକ୍ତ କରିଛନ୍ତି ।
* କିଶୋର ତରାଇ…