Browsing Tag

4th phase of corona

ରାଜ୍ୟରେ କରୋନା ସଂକ୍ରମଣର ୪ର୍ଥ ଲହର ଆଶଙ୍କା -ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢ଼ିବା ପରେ ସଜାଗ ହେଲେ ରାଜ୍ୟ ସରକାର । ରାଜ୍ୟରେ ବହୁତ କମ ପଜିଟିଭ ଚିହ୍ନଟ ହୋଇଛନ୍ତି । ୭ରୁ ୮ ଜିଲ୍ଲାକୁ ଛାଡ଼ି ଦେଲେ ବାକି ସବୁ ଜିଲ୍ଲାରେ କେସ ନାହିଁ । ତେଣୁ ଆତଙ୍କିତ ହେବାର ନାହିଁ ବୋଲି କହିଛନ୍ତି ଜନ…