ହାଇସ୍କୁଲ୍ ରୂପାନ୍ତରଣ ନେଇ 5T ସଚିବଙ୍କ ଆଲୋଚନା
5T ଓ ମୋ ସରକାର ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାରେ ହାଇସ୍କୁଲ ଟ୍ରାନ୍ସଫର୍ମେସନ ତଥା ରୂପାନ୍ତରଣ କାର୍ଯ୍ୟକ୍ରମ ଚାଲିଛି । ଜିଲ୍ଲାରେ ପ୍ରାଥମିକ ପର୍ଯ୍ୟାୟରେ ୮୨ଟି ହାଇସ୍କୁଲରେ ହାଇସ୍କୁଲ ଟ୍ରାନ୍ସଫର୍ମେସନ ତଥା ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୧୨୯ଟି…