ଐତିହ୍ୟ ନଗରୀ ହେବ ପୁରୀ, ଖର୍ଚ୍ଚ ହେବ ୫୦୦ କୋଟି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା ହୋଇଛି । ଶୁକ୍ରବାର ଲୋକସେବା ଭବନଠାରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ଗଢ଼ି ତୋଳିବା ଲାଗି…