ସମ୍ ରେ ୫୨୫ ଶଯ୍ୟା ବିଶିଷ୍ଟ କୋଭିଡ୍ ୧୯ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରରେନସିଙ୍ଗ ଜରିଆରେ “ସମ୍ ହସ୍ପିଟାଲରେ ୫୦୦ ସାଧାରଣ ଶଯ୍ୟା ଏବଂ ୨୫ଟି ଆଇସିୟୁ ଶଯ୍ୟା ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲର ଉଦଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ…