୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା!
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ…