5T ଅଧ୍ୟକ୍ଷ ଶ୍ରୀ ପଣ୍ଡିଆନଙ୍କ ପୁରୀ ଶ୍ରୀମନ୍ଦିର ପରିଦର୍ଶନ; ଭୋର ୫ ଟାରୁ ୭ଟା ପର୍ଯ୍ୟନ୍ତ କଲେ ସମୀକ୍ଷା
ଭୁବନେଶ୍ଵର(ଓଡିଶା ଫାଷ୍ଟ ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀ ମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ , ଭିଡ଼ ନିୟନ୍ତ୍ରଣ ,ଓ…