ଲକ୍ଷ୍ମୀ ଯୋଜନାର ବସ୍ କର୍ମଚାରୀଙ୍କ ସହ 5T ସଚିବଙ୍କ ଆଲୋଚନା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଲକ୍ଷ୍ମୀ ଯୋଜନାର ବସ୍ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି। ଏହି ଆଲୋଚନାରେ ବସ୍ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ…