ତାଳଦଣ୍ଡା କେନାଲ ବନ୍ଧରେ ୩ ଲେନ୍ର ରାସ୍ତା ଝଲସିବ ଉଜ୍ୱଳ ଆଲୋକରେ, ସମୀକ୍ଷା କଲେ ୫-ଟି ସଚିବଙ୍କ ଟିମ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଉନ୍ନତ ମାନର ଚିକିତ୍ସା ସୁବିଧା ଯୋଗାଇ ଦେବାପାଇଁ ଚଳିତବର୍ଷ ଜାନୁୟାରୀ ମାସରେ କଟକ ଗସ୍ତ ସମୟରେ ଯେଉଁ ଘୋଷଣା କରିଥିଲେ ସେହି କାର୍ଯ୍ୟର ଅଗ୍ରଗତି ସଂକ୍ରାନ୍ତରେ ୫-ଟି…