Browsing Tag

602 children missed within January to March

ଜାନୁଆରୀରୁ ମାର୍ଚ୍ଚ ମଧ୍ୟରେ ରାଜ୍ୟର ୬୦୨ ପିଲା ନିଖୋଜ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଧାନସଭାରେ ବିଧାୟକ ସୁର ରାଉତରାୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ ପଚାରିଥିବା ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ କହିଛନ୍ତି, ଗତ ଜାନୁଆରୀରୁ ମାର୍ଚ୍ଚ ମାସ ମଧ୍ୟରେ ରାଜ୍ୟରେ ମୋଟ ୬୦୨ ପିଲା ନିଖୋଜ ହୋଇଛନ୍ତି । ସୂଚନା ଅନୁଯାୟୀ, ମହିଳା…