ପୂରା ରାଜ୍ୟରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ
ଓଡିଶା ଫାଷ୍ଟ( ବ୍ୟୁରୋ): ଆଜି ପୂରା ରାଜ୍ୟରେ ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଭୁବନେଶ୍ୱର ସ୍ଥିତ ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳିତ ହୋଇଥିଲା। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ୍ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ…