ସୁସ୍ଥ ହେଲେ ଆଉ ୭୨ କରୋନା ଆକ୍ରାନ୍ତ
ରାଜ୍ୟରେ ଆଜି ୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ନୂତନ ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ମୋଟ ୨୩୫୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି । ସୁସ୍ଥ ହୋଇଥିବା ୭୨ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୧୭ଜଣ, ସୋନପୁରରୁ ୯ଜଣ, ବଲାଙ୍ଗୀରରୁ ୭ଜଣ, ଜଗତସିଂହପୁରରୁ ୬ଜଣ, କଟକ,…