ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଲୁଟିନେଲେ ୭୫ ହଜାର ଟଙ୍କା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବାଲିଅନ୍ତାରେ ବ୍ଲାକ୍ ପଲସର ଆତଙ୍କ । ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାରଣାତ୍ମକ ଆକ୍ରମଣ କରି ପ୍ରାୟ ୭୫ ହଜାର ଟଙ୍କା ଲୁଟି ନେଲେ ଦୁଇ ଦୁର୍ବୃତ୍ତ । ଘଟଣା ଘଟିଛି ବାଲିଅନ୍ତା ଥାନା ପ୍ରତାପରୁଦ୍ରପୁର- କଣ୍ଟାପଡ଼ା ରାସ୍ତା ଆଖଣ୍ଡଳେଶ୍ଵର ମନ୍ଦିର ନିକଟରେ । ଗୁରୁତର…