ଏଣିକି ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କୁଲ ଯାତାୟାତ ଖର୍ଚ୍ଚ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ୧୦ ଜଣରୁ କମ ଛାତ୍ରଛାତ୍ରୀ ଥିବା ୯୬୬ଟି ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିବାକୁ ନେଇ ଘୋଷଣା ହୋଇଛି । ତେଣୁ ଏହି ସବୁ ସ୍କୁଲରେ ପାଠ ପଢ଼ୁଥିବା ଛାତ୍ରଛାତ୍ରୀମାନେ ନିକଟସ୍ଥ ସ୍କୁଲ୍ରେ ପଢ଼ିବେ ଓ ସେମାନଙ୍କ ଯାତାୟାତ ଖର୍ଚ୍ଚ ସରକାର ବହନ କରିବେ ।
ସୂଚନା…