ଏଣିକି ଗାଡିରେ ଲାଗିବ ପାନିକ ବଟନ ସହିତ ଟ୍ରାକିଂ ଡିଭାଇସ
ଏଣିକି ଗାଡିରେ ଲାଗିବ ପାନିକ ବଟନ ସହିତ ଟ୍ରାକିଂ ଡିଭାଇସ । ଦୁର୍ଘଟଣା ରୋକିବା ଏବଂ ନିର୍ଦ୍ଦିଷ୍ଟ ବେଗରେ ଯାଉଥିବା ଗାଡି ଉପରେ ଲଗାମ କଷିବାକୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଚିଠି ଲେଖିଛନ୍ତି ।…