Browsing Tag

acident

ଗଛରେ ପିଟି ହେଲା କାର୍‌, ୨ ମୃତ

ବ୍ରହ୍ମଗିରି (ଓଡ଼ିଶା ଫାଷ୍ଟ ବ୍ୟୁରୋ): ପୁରୀ-ସାତପଡ଼ା ରାସ୍ତାର ହଳଦିଆ ଛକ ନିକଟରେ ଗଛରେ ପିଟି ହେଲା କାର୍। ଚାଲିଗଲା ୨ ଜୀବନ। ଗତକାଲି ରାତି ପ୍ରାୟ ସାଢ଼େ ତିନିଟା ବେଳେ ଘଟିଛି ଏହି ଦୁର୍ଘଟଣା। କାର୍ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା। ଏଥିରେ ଡ୍ରାଇଭର ଓ ଅନ୍ୟ ଜଣେ…

ଦୁର୍ଘଟଣାରେ ଗଲା ୭ ଜୀବନ

ଲଖନଉ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଉତ୍ତରପ୍ରଦେଶର ମଥୁରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଯମୁନା ଏକ୍ସପ୍ରେସୱେରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଏକ କାରକୁ ଅଜଣା ଗାଡ଼ି ଧକ୍କା ଦେବା ଫଳରେ ୭ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ଉଦ୍ଧାରକାରୀ ଟିମ୍ ଖବର ପାଇବା ପରେ ଘଟଣାସ୍ଥଳରେ…