ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ପୌର ନିର୍ବାଚନ: ରାଜ୍ୟ ନିର୍ବାଚନ କମିସନର
ଭୁବନେଶ୍ୱର: ଆଗାମୀ ପୌର ନିର୍ବାଚନ ଲାଗି ମାର୍ଚ୍ଚ ୨୪ ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ଭୋଟ ଗ୍ରହଣ କରାଯିବ। ଏହି ବିଷୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି।
ସେ ପୁଣି କହିଛନ୍ତି, ଏଥର ମୋଟ ୪୦ ଲକ୍ଷ ୫୫ ହଜାର…