ଆଉ ୩ ଦିନ ପରେ କେରଳ ଛୁଇଁବ ମୌସୁମୀ !
ଆଉ ୩ ଦିନ ଭିତରେ କେରଳ ଛୁଇଁପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏଥିପାଇଁ ପାଗ ଅନୁକୂଳ ରହିଛି । ମୌସୁମୀ ଖୁବଶୀଘ୍ର କେରଳ ଛୁଇଁବା ନେଇ ପୂର୍ବାନୁମାନ କରୁଛନ୍ତି ପାଣିପାଗ ବିଶେଷଜ୍ଞ । ଧୀରେ ଧୀରେ ଆଗକୁ ବଢୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭାରତ ଉପଦ୍ୱୀପ ଆଡକୁ ଅଗ୍ରସର ହେଉଛି ।…