କୋଭିଡ ୧୯ ସ୍ଥିତିରେ ସୋସିଆଲ୍ ମିଡିଆ ଚାଷୀମାନଙ୍କ ନିକଟରେ ପହଞ୍ଚିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛି :…
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏକ ଭର୍ଚୁଆଲ୍ ବୈଠକରେ ସାମାଜିକ ଗଣମାଧ୍ୟମର ବ୍ୟବହାର ଦିଗରେ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ଓ ଏହାର ଅଗ୍ରଗତି ସଂପର୍କରେ ମନ୍ତ୍ରୀ ଡ. ସାହୁ ସମୀକ୍ଷା କରିଥିଲେ । କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଦ୍ରୁତ ପ୍ରଗତି ଦିଗରେ ସାମାଜିକ…