Browsing Tag

agriculture minister urged the Center to provide urea fertilizer

ୟୁରିଆ ସାର ଯୋଗାଇ ଦେବାପାଇଁ କେନ୍ଦ୍ରକୁ ଅନୁରୋଧ କଲେ କୃଷିମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଚଳିତ ଖରିଫ୍ ଚାଷ ନିମେନ୍ତ ରାଜ୍ୟକୁ ଅଧିକ ୟୁରିଆ ସାର ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ମଙ୍ଗଳବାର କେନ୍ଦ୍ର ସରକାରଙ୍କ ରାଜ୍ୟ…