ଏମସକୁ ସମ୍ମାନଜନକ ସ୍ୱାସ୍ଥ୍ୟ ଉତ୍କର୍ଷ ପୁରସ୍କାର
ଭୁବନେଶ୍ୱର : ଉନ୍ନତ ନିରାପଦ ରୋଗୀ ସେବା ପାଇଁ ଏମ୍ସ ଭୁବନେଶ୍ୱରକୁ ସମ୍ମାନଜନକ ସ୍ୱାସ୍ଥ୍ୟ ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି । କେରଳର କୋଚିରେ ଅନୁଷ୍ଠିତ ସ୍ୱୀକୃତିପ୍ରାପ୍ତ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନସମୂହଙ୍କ ମଧ୍ୟରେ ସଚେତନତା ସମ୍ମତି ଓ ଉତ୍କର୍ଷ(ସିଏଏଚ୍ଓ-ଏସ୍)ର ଏକ ସ୍ୱତନ୍ତ୍ର…