ବିହାରରେ ମଦମୃତ୍ୟୁ ସଂଖ୍ୟା ୩୯କୁ ବୃଦ୍ଧି; ଦାୟୀ ବ୍ୟକ୍ତିଙ୍କୁ କଠୋର ଦଣ୍ଡ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…
ବିହାରର ଶରଣ ଜିଲ୍ଲାରେ ଘଟିଥିବା ମଦମୃତ୍ୟୁ ଘଟଣାରେ ଆଉ ୫ ଜଣଙ୍କ ମୃତ୍ୟୁ ସହ ମୃତ୍ୟୁ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି।
ମସରଖ ବ୍ଲକରେ ସର୍ବାଧିକ ୨୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅବଶିଷ୍ଟ ୧୬ ଜଣ ଇସୁପୁର, ଅମ୍ନାଉର ଏବଂ ମାରହଉରା ଅଂଚଳର ବୋଲି ଜଣାପଡିଛି। ସଦ୍ୟତମ ସମ୍ବାଦ ଅନୁଯାୟୀ, ୧୯…