ସବୁ ଜିଲ୍ଲାପାଳଙ୍କୁ ସ୍ୱାସ୍ଥ୍ୟ ସଚିବଙ୍କ ଚିଠି, ଜରୁରୀ ଔଷଧ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତୃତୀୟ ଲହରକୁ ନଜରରେ ରଖି ସବୁ ଜିଲ୍ଲାପାଳଙ୍କୁ ସ୍ବାସ୍ଥ୍ୟ ସଚିବଙ୍କ ଚିଠି । ଏମରଜେନ୍ସି କୋଭିଡ ରେସ୍ପନସ ପ୍ଲାନ ପ୍ରସ୍ତୁତ କରିବା ପାଇଁ ଚିଠି ଲେଖିଲେ ସ୍ବାସ୍ଥ୍ୟ ସଚିବ । ପ୍ରତ୍ୟେକ ଜିଲ୍ଲା ହସ୍ପିଟାଲରେ ଆରଟିପିସିଆର୍ ଟେଷ୍ଟ କିଟ୍, ଆଣ୍ଟିଜେନ୍ କିଟ,…