ରାକ୍ଷୀ ସାୱନ୍ତ ସ୍ବାମୀ ଆଦିଲଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ
ରାକ୍ଷୀ ସାୱନ୍ତ ଓ ତାଙ୍କ ସ୍ବାମୀ ଆଦିଲ ଖାନ ଦୁରାନୀ ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ବିବାହ ପରଠାରୁ ହିଁ ଉଭୟଙ୍କ ମଧ୍ୟରେ ତିକ୍ତତା ଦେଖା ଦେଇଛି। ନିକଟରେ ରାକ୍ଷୀ ଆଦିଲଙ୍କ ବିରୋଧରେ ଠକେଇ ଓ ଘରୋଇ ହିଂସା ଅଭିଯୋଗ ଆଣିବା ପରେ ଆଦିଲଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ…