Browsing Tag

Amar

ରାଜ୍ୟସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଅମର, ସସ୍ମିତ ଓ ବିଜେପି ପ୍ରାର୍ଥୀ ଅଶ୍ୱିନୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟସଭାକୁ ଆଜି ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ନେତା ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଓ ବିଜେପି ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ । ରାଜ୍ୟର ଖାଲିଥିବା ୩ଟି ରାଜ୍ୟସଭା ଆସନ ପାଇଁ କେବଳ ୩ଜଣ ପ୍ରାର୍ଥୀ ରହିଥିବାରୁ ସେମାନେ ନିର୍ଦ୍ୱନ୍ଦରେ ନିର୍ବାଚିତ…