ଛାତ୍ର ପ୍ରୋତ୍ସାହନ ଯୋଜନା’ର ଶୁଭାରମ୍ଭ; ୨୦୦ ଟାବଲେଟ୍ ପ୍ରଦାନ କଲେ ସାଂସଦ ଅମର ପଟ୍ଟନାୟକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ଛାତ୍ର ପ୍ରୋତ୍ସାହନ ଯୋଜନା’ର ଶୁଭାରମ୍ଭ ହୋଇଛି । ଭର୍ଚୁଆଲ ମୋଡ୍ରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ…