Browsing Tag

Ambulance accident

ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ରୋଗୀ ସମେତ ୪ ଗୁରୁତର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାସ୍ତା କଡ଼ରେ ଥିବା ଏକ ପଥର ବୋଝେଇ ଟ୍ରକକୁ ଏକ ଆମ୍ବୁଲାନ୍ସ ଧକ୍କା ଦେଇଛି । ଫଳରେ ଆମ୍ବୁଲାନ୍ସରେ ଥିବା ରୋଗୀଙ୍କ ସମେତ ୪ଜଣ ଗୁରୁତର ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲା ସୋର ଅଞ୍ଚଳରେ । ଭୁବନେଶ୍ୱର କଳିଙ୍ଗ ହସ୍ପିଟାଲରେ ଚିକିତ୍ସିତ ହୋଇ…