ସଂଯମତା ଦେଖାଇଲେ ଡୋନାଲ୍ଡ ଟ୍ରମ୍ପ! ବଳରେ ନୁହେଁ କୌଶଳରେ ମାରିବ ଆମେରିକା
ଓଡିଶା ଫାଷ୍ଟ( ବ୍ୟୁରୋ) : ବର୍ତ୍ତମାନ ପାଇଁ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆଶଙ୍କା ଟଳି ଯାଇଛି। ଆମେରିକା-ଇରାନ ଯୁଦ୍ଧ ହେବାର ଆଶଙ୍କା କମ୍ । କାରଣ ସଂଯମତା ଦେଖାଇଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ କହିଛନ୍ତି, ଆମେରିକା ଉତ୍ତେଜନାକୁ ବୃଦ୍ଧି କରିବାକୁ ଚାହୁଁନାହିଁ କିମ୍ବା…