ବିଗ ବି ଅମିତାଭ ବଚ୍ଚନ କରୋନା ପଜିଟିଭ ଚିହ୍ନଟ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଗ ବି ଅମିତାଭ ବଚ୍ଚନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତାଙ୍କର ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି। ଏହାପରେ ତାଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଅମିତାଭ ବଚ୍ଚନ ଟ୍ଵିଟ୍ କରି ଲେଖିଛନ୍ତି, ମୋ ଠାରେ କରୋନା ପଜିଟିଭ୍ ଚିହ୍ନଟ…