୪ ବର୍ଷ ପରେ ହାଇକୋର୍ଟ ପାଇଲା ଆନ୍ଧ୍ର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତେଲେଙ୍ଗାନା ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇବାର ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ବିତିବା ପରେ ଆନ୍ଧ୍ରପ୍ରଦେଶକୁ ମିଳିଛି ହାଇକୋର୍ଟ । ନୂଆ ବର୍ଷରୁ ଆନ୍ଧ୍ରପ୍ରଦେଶରେ ନୂଆ ହାଇକୋର୍ଟ ଆରମ୍ଭ ହୋଇଛି । ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଇ.ଏସ୍.ଏଲ୍ ନରସିଂହା ମଙ୍ଗଳବାର…