ପୁଣି କରୋନା ହାରିଲା : ସମ୍ କୋଭିଡ ହସପିଟାଲରେ ସୁସ୍ଥ ହେଲେ୯୩ ବର୍ଷୀୟା ମହିଳା
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କରୋନା ମହାମାରୀ ଭଳି ଅଦୃଶ୍ୟ ଓ ଭୟଙ୍କର ଶତ୍ରୁକୁ ବୟୋଜ୍ୟେଷ୍ଠ ମାନେଯେ ଖୁବ ଅନାୟସରେ ପରାସ୍ତ କରିପାରିବେ ଏହାକୁ ପୁଣି ଥରେ ପ୍ରମାଣ କରିଛନ୍ତି ଜଣେ ୯୩ ବର୍ଷୀୟା ମହିଳା। ଉପଯୁକ୍ତ ଚିକିତ୍ସା ଓ ଯତ୍ନ ଦ୍ୱାରା ବରିଷ୍ଠ ନାଗରିକ ମାନେ କରୋନାରୁ ସୁସ୍ଥ ହୋଇପାରିବେ। ଏହା…