Browsing Tag

Another truck ran over the truck

ଟ୍ରକ ଉପରେ ଚଢିଗଲା ଆଉ ଏକ ଟ୍ରକ, ୨ ମୃତ

ଟ୍ରକ ଉପରେ ଚଢିଗଲା ଆଉ ଏକ ଟ୍ରକ । ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ । ଏପରି ଭୟାବହ ଦୁର୍ଘଟଣା ଘଟିଛି ସୁନ୍ଦରଗଡ଼ ଟାଉନ୍‌ ଥାନା କୁନାଲ ପେଟ୍ରୋଲ ପମ୍ପ ନିକଟରେ । ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ସୂତ୍ରରୁ ମିଳିଥିବା…