ଅପାରଗଙ୍କ ବିରୋଧରେ ୫-ଟି ଛାଟ: ଚାରି ପ୍ରଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର: ଚାରି ଜଣ କୋଚ୍ଙ୍କୁ ବାଧ୍ୟତାମୂଳକ ଅବସରର ଦେଲେ ରାଜ୍ୟ ସରକାର । ଅପରାଗତା ଓ କାର୍ଯ୍ୟରେ ଅବହେଳା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା କାଉନସିଲ୍ ଅଫ୍ ସ୍ପୋର୍ଟସ ଏହି ଚାରି ଜଣ ପ୍ରଶିକ୍ଷକ ହେଲେ ଭଲିବଲ କୋଚ୍ ପ୍ରଭାକର ତ୍ରିପାଠୀ ଓ…