ଅପରାଜିତାଙ୍କ ଗାଡ଼ିକୁ ଅଣ୍ଡାମାଡ଼
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ । ଛାତ୍ର କଂଗ୍ରେସ ପକ୍ଷରୁ ଅଣ୍ଡାମାଡ଼ ସହ କଳାପତାକା ପ୍ରଦର୍ଶନ । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସ ପକ୍ଷରୁ ଏହି ଅଣ୍ଡାମାଡ଼ କରାଯାଇଛି ।
ଏକ କାର୍ଯ୍ୟକ୍ରମରେ…