ମୁଖ୍ୟମନ୍ତ୍ରୀଙ୍କ ସହ ଆର୍ସେଲର-ମିତ୍ତଲ ଅଧ୍ୟକ୍ଷଙ୍କ ଆଲୋଚନା; ଓଡ଼ିଶାରେ ୨ ହଜାର କୋଟି ନିବେଶ କରିବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଶ୍ୱର ୧ନମ୍ବର ଷ୍ଟିଲ କମ୍ପାନି ଆର୍ସେଲର-ମିତ୍ତଲର ଅଧ୍ୟକ୍ଷ ଲକ୍ଷ୍ମୀ ନିବାସ ମିତ୍ତଲ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଲୋଚନା କରିଛନ୍ତି।
କମ୍ପାନି ଓଡ଼ିଶାରେ ୨ ହଜାର କୋଟି ନିବେଶ କରିବ ବୋଲି…