ଅର୍ଜୁନ ପୁରସ୍କାରରେ ସମ୍ମାନିତ ହେଲେ ଦୂତି ଚାନ୍ଦ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଶନିବାର ଜାତୀୟ କ୍ରୀଡ଼ା ଦିବସ ଅବସରରେ ବିଭିନ୍ନ କ୍ରୀଡ଼ାବିତମାନଙ୍କୁ ସମ୍ମାନିତ କରାଯାଇଛି। କୋଭିଡ୍-୧୯ ମହାମାରୀ ହେତୁ ଚଳିତ ବର୍ଷର ଜାତୀୟ କ୍ରୀଡା ପୁରସ୍କାର ବିତରଣ ଉତ୍ସବ ଅନଲାଇନ କରାଯାଇଥିଲା। ପୁରସ୍କାର ବିଜେତାମାନେ ଭାରତ ଦ୍ୱାରା ନିର୍ମିତ ୯ଟି କ୍ରୀଡ଼ା…