ଆର୍ଯ୍ୟନ୍ ଖାନଙ୍କୁ ବେଲ୍ ନା ଜେଲ୍ ? ଆଜି ବମ୍ବେ ହାଇକୋର୍ଟରେ ଶୁଣାଣି, ଏନସିବି କରିବ ବିରୋଧ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଆର୍ଥର ରୋଡ ଜେଲରେ ରହିଛନ୍ତି। ଆଜି ବମ୍ବେ ହାଇକୋର୍ଟରେ ଆର୍ଯ୍ୟନଙ୍କ ଜାମିନ ଶୁଣାଣି ହେବ। ତାଙ୍କର ଜାମିନ ଆବେଦନ ଉଭୟ ସ୍ୱତନ୍ତ୍ର ଏନଡିପିଏସ କୋର୍ଟ ଏବଂ ସେସନ କୋର୍ଟ ଦ୍ୱାରା ପ୍ରତ୍ୟାଖ୍ୟାନ…