ଆସନ୍ତକାଲି ଓଟିଇଟି ପରୀକ୍ଷା, ଗୋଟିଏ ଦିନ ପୂର୍ବରୁ ଭାଇରାଲ ହେଉଛି ହାତଲେଖା ପ୍ରଶ୍ନପତ୍ର
ଭାଇରାଲ ହେଉଛି ଓଟିଇଟି ପ୍ରଶ୍ନପତ୍ର । ଆସନ୍ତକାଲି ପରୀକ୍ଷା, ଆଜି ଭାଇରାଲ ହେଉଛି ହାତଲେଖା ଓଟିଇଟି ପ୍ରଶ୍ନପତ୍ର । ହାତଲେଖାର ଏହି ପ୍ରଶ୍ନପତ୍ର, ଶିକ୍ଷକ ନିଯୁକ୍ତି ପାଇଁ ଥିବା ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟର ପ୍ରଶ୍ନପତ୍ର ବୋଲି କିଛି ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି । ଓଟିଇଟି…