Browsing Tag

Assembly news

ଆସନ୍ତା ୨୦ ତାରିଖ ଯାଏଁ ଗୃହ ମୁଲତବୀ

ସରିଲା ପ୍ରଥମ ପର୍ଯ୍ୟାୟ ବଜେଟ୍ ଅଧିବେଶନ । ବିଧାନସଭାରେ ୯୫ ହଜାର କୋଟି ଲେଖାନୁଦାନ ପାରିତ ହେବା ପରେ ଆସନ୍ତା ଅଗଷ୍ଟ ୨୦ ତାରିଖ ଯାଏଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି । ତେବେ ପ୍ରଥମ ପର୍ଯ୍ୟାୟ ବଜେଟ୍ ଅଧିବେଶନର ଶେଷ ଦିନରେ ଅନେକ ନାଟକ ଗୃହ ମଧ୍ୟରେ ଦେଖିବାକୁ ମିଳିଥିଲା । ବିରୋଧୀ…

ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ତାତିଲା ବିଧାନସଭା । ଗୃହରେ ବିରୋଧୀ ବିଧାୟକ ହଟ୍ଟଗୋଳ କରିବା ସହ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି । ଗୁରୁବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା ପୋଲାଭରମ ପ୍ରସଙ୍ଗ । ଶୂନ୍ୟକାଳରେ ହୋ ହଲ୍ଲା କରିବା ସହ ବାଚସ୍ପତିଙ୍କ ମାଇକ୍…

ଆସନ୍ତାକାଲି ଯାଏଁ ଗୃହ ମୁଲତବୀ

ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ୱାରା ଅଭିଭାଷଣ ରଖାଯିବା ପରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସମର୍ଥନ କରିଥିଲେ ବିରୋଧୀ । ଏହାପରେ ଗୃହକୁ ଆସନ୍ତା କାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।…

ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେପି ବିଧାୟକ

ଓଡ଼ିଶା ବିଧାନସଭାରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ । ଅପରାହ୍ନରେ ଗୃହକାର୍ଯ୍ୟ ଆରମ୍ଭ ହେବା ପରେ ଅର୍ପଣ ଚାଉଳକୁ ନେଇ ବିଜେପି ଓ ବିଜେଡି ବିଧାୟକମାନଙ୍କ ମଧ୍ୟରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ହଟ୍ଟଗୋଳ ଏତେ ଉଗ୍ରରୂପ ନେଇଥିଲା କି, ବିଜେପି ବିଧାୟକ ନାଉରୀ ନାୟକ ବାଚସ୍ପତିଙ୍କ…

ଅର୍ପଣ ରଥରେ ଉଷୁନା ଚାଉଳ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ, ପୁଣିଥରେ ଗୃହ ୪ଟା ଯାଏଁ ମୁଲତବି

ବାରମ୍ବାର ବିଧାନସଭା ମୁଲତବି । ବଜେଟ ଅଧିବେଶନର ତୃତୀୟ ଦିନରେ ସ୍ୱାଭାବିକ ହୋଇପାରିନି ଗୃହକାର୍ଯ୍ୟ । ପ୍ରଥମ ଦିନ ୧୧ଟା ୩୦, ପରେ ୧୨ଟା ୩୦ ଏବଂ ପରବର୍ତ୍ତୀ ସମୟରେ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି କରିଛନ୍ତି ବାଚସ୍ପତି । ଅର୍ପଣ ରଥରେ ଉଷୁନା ଚାଉଳ ପ୍ରସଙ୍ଗକୁ ନେଇ ବିଜେପିର ହଟ୍ଟଗୋଳ ଓ…

ଗୃହରେ ଧାରଣାରେ ବସିଲେ ନରସିଂହ ମିଶ୍ର, ୪ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି

ବିଧାନସଭା ବଜେଟ୍ ଅଧିବେଶନରେ ବେଦାନ୍ତ ତାତି । ମଙ୍ଗଳବାର ବିଧାନସଭା ଶୂନ୍ୟକାଳରେ ବେଦାନ୍ତ ଜମି ହଡପ ପ୍ରସଙ୍ଗ ଉଠାଇ ଗୃହରେ ଧାରଣା ଦେଇଥିଲେ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର । ଯାହାପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି । ତେବେ ମଙ୍ଗଳବାର…

ପ୍ରଶ୍ନକାଳରେ ବିରୋଧୀଙ୍କ ହଟ୍ଟଗୋଳ; ୪ଟା ଯାଏଁ ଗୃହ ମୁଲତବି

ବିଧାନସଭା ଶୀତ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ମଧ୍ୟ ବିରାଧୀଙ୍କ ହୋହଲ୍ଲା କାରଣରୁ ଗୃହକୁ ୪ଟା ଯାଏଁ ମୁଲତବି ରଖାଯାଇଛି । ଆଜି ପ୍ରଶ୍ନକାଳରେ ବିରୋଧୀଙ୍କ ହଟ୍ଟଗୋଳ କାରଣରୁ ଗୃହ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ଅଣଅନୁସୂଚିତ ଜନଜାତିଙ୍କୁ ଜମି ହସ୍ତାନ୍ତର କରିବା ନେଇ କିଛିଦିନ…

ଆଦିବାସୀଙ୍କ ଜମି କିଣାବିକା ବିବାଦକୁ ନେଇ ହଟ୍ଟଗୋଳ, ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି

ଆଜି ବିଧାନସଭାରେ ଶୀତ ଅଧିବେଶନର ଦ୍ୱିତୀୟ ଦିନ। ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ପାଇଁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଗୃହର ମଧ୍ୟ ଭାଗକୁ ଆସି ପ୍ଲାକାର୍ଡ ଧରି ବିରୋଧୀ ହୋହଲ୍ଲା ସହ ନାରାବାଜି କରିଛନ୍ତି। ଆଦିବାସୀଙ୍କ…

ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ଦିନ ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବି

ବିଧାନସଭା ଶୀତ ଅଧିବେଶନର ପ୍ରଶ୍ନକାଳକୁ ଚଲାଇ ଦେଉନାହାନ୍ତି ବିରୋଧୀ । ଶୀତ ଅଧିବେଶନର ଦ୍ବିତୀୟ ଦିନରେ ପ୍ରଶ୍ନକାଳକୁ ଅଚଳ କରିଛନ୍ତି ବିରୋଧୀ । ପୂର୍ବ ରଣନୀତି ଅନୁସାରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧ ବିଜେପି ଓ କଂଗ୍ରେସର ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ ଓ…

ସରିଲା ବିଧାନସଭାର ମୌସୁମୀ ଅଧିବେଶନ, ପାରିତ ହେଲା ୨୮ ହଜାର ୨୦୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ

ସରିଲା ବିଧାନସଭାର ମୌସୁମୀ ଅଧିବେଶନ । ବିରୋଧୀଙ୍କ ଅସହଯୋଗ ଯୋଗୁଁ ଗୋଟିଏ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ । ଶେଷ ଦିନରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ । ୨୮ ହଜାର ୨୦୦ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ବିଧାନସଭାର ସିକୃତି ଲାଭ କରିଛି । ଅଧିବେଶନ କାଳରେ ଅନ୍ୟ…