ଏଣିକି କ୍ରୀଡାର ବିକାଶ ପାଇଁ ଆର୍ଥିକ ପ୍ରତିବନ୍ଧକ ନାହିଁ
କ୍ରୀଡାର ବିକାଶ ପାଇଁ ସାରା ବିଶ୍ୱରେ ଓଡ଼ିଶା ଏକ ସ୍ୱତନ୍ତ୍ର ସ୍ଥାନ ପାଇଛି । ସରକାରୀ ଦଳ ସହ ବିରୋଧୀ ବି କ୍ରୀଡାର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା ନ କରି ରହି ପାରୁ ନାହାନ୍ତି । ଆଜି ଗୃହରେ ପ୍ରଶ୍ନକାଳରେ ଗତ କିଛି ବର୍ଷରେ ରାଜ୍ୟରେ ଦ୍ରୁତ ଗତିରେ ହୋଇଥିବା…